ବିଷମକଟକ: ରାୟଗଡ଼ରେ ଅନୁଷ୍ଠିତ ହେଲା ମିଳିତ ଅଭିଯୋଗ ଶୁଣାଣି
ରାୟଗଡ଼ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଶୁଣିବା ସହ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।