Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

SMS News Bureau Rourkela ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ରେ ଆସିଛନ୍ତି ପ୍ରଦେଶ କଂଗ୍ରେସ କମିଟି ର ସଭାପତି ଭକ୍ତ ଚରଣ ଦାସ। ଆଜି ସକାଳ ୯ ଟା ୩୦ ସମୟରେ ରାଉରକେଲା ଏୟାରପୋର୍ଟ ରେ ପହଞ୍ଚିବା ପରେ ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ଜ୍ଞାନେନ୍ଦ୍ର ଦାସ ଙ୍କ ନେତୃତ୍ବରେ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ତାଙ୍କୁ ରାଉରକେଲା ହାଉସ୍ ପର୍ଯ୍ୟନ୍ତ ନିଆଯାଇଥିଲା।