ସିମୁଳିଆ: ଡ଼ାକ୍ତର ବିଜୟ କୁମାର ପ୍ରଧାନଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ
ବାଲେଶ୍ୱରର ସୁନାମଧନ୍ୟ ଚିକିତ୍ସକ ସ୍ୱର୍ଗତ ଡ଼. ବିଜୟ କୁମାର ପ୍ରଧାନଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେଲେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ। ସେ ସ୍ୱର୍ଗତ ପ୍ରଧାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।