Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସମାଜ ମଙ୍ଗଳ ବିଭାଗ ପକ୍ଷରୁ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ

Chhatrapur, Ganjam | Dec 3, 2025
ଛତ୍ରପୁରସ୍ଥିତ ଜିଲପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ସମୀକ୍ଷା ହୋଇଛି । ସମନ୍ୱୀତ ଶିଶୁ ବିକାଶ ଯୋଜନାରେ ଶିଶୁମାନଙ୍କ ବିକାଶ ଓ ନାଚ, ଗୀତ ମାଧ୍ୟମରେ ପ୍ରାକ୍ ପ୍ରାଥମିକ ପାଇଁ ଅଙ୍ଗନୱାଡି କେନ୍ଦ୍ର ଚାଲିଛି। ହେଲେ ଗଞ୍ଜାମ ଜିଲାରେ ଏହି ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ଏବଂ ବିଭିନ୍ନ ସମ୍ବଦ୍ଧୀୟ ନେଇ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସମାଜ ମଙ୍ଗଳ ବିଭାଗ ପକ୍ଷରୁ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ - Chhatrapur News