ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଜରପଡା ଥାନା ଅନ୍ତର୍ଗତ ତୁବେ ଗ୍ରାମରେ ଜଣେ ବ୍ୟକ୍ତି ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ବ୍ୟକ୍ତି ଜଣଙ୍କ ଟ୍ରାକ୍ଟର ଚଳାଉ ଥିବା ବେଳେ ଓଲଟି ପଡିଥିଲେ। ଯାହା ଫଳରେ ଲୋକମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଅପରାହ୍ନ ସାଢ଼େ ଚାରିଟା ବେଳେ ଭର୍ତ୍ତି କରିଛନ୍ତି।