କେନ୍ଦୁଝର ସହର: ଝୁମ୍ପୁରା ବାଇପାସ୍ ନିକଟରେ ଭାରସାମ୍ୟ ହରାଇ ଟ୍ରକ ଦୁର୍ଘଟଣା ଗ୍ରସ୍ତ
କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ଝୁମ୍ପୁରା ବାଇପାସ୍ ନିକଟରେ ଗତ ରାତିରେ ଏକ ଟ୍ରକ ଭାରସାମ୍ୟ ହରାଇ ରାସ୍ତା କଡରେ ପଶି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହାର ଚାଳକ ଆହତ ହୋଇଥିବା ସୂଚନା ରହିଛି।