ବାଲେଶ୍ଵରରେ ପାଳନ ହେଲା ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ
Baleshwar, Balasore | Nov 16, 2026
ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଡିଟୋରିୟମ ହଲରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି। ପୌରାଧ୍ୟକ୍ଷା ସବିତା ସାହୁଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।