ଝାରପୋଖରିଆ: ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଭଲିବଲ ପ୍ରତିଯୋଗିତାରେ ସୀମାନ୍ତ ମହାବିଦ୍ୟାଳୟର ସଫଳତା
ସ୍ଥାନୀୟ ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ଆନ୍ତମହାବିଦ୍ୟାଳୟ ସ୍ତରୀୟ ଭଲିବଲ ପ୍ରତିଯୋଗିତାରେ ଚମ୍ପିୟାନ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି।ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଆନୁକୁଲ୍ୟରେ ବାରିପଦା ସ୍ଥିତ ବାରିପଦା ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ଭଲିବଲ ପ୍ରତିଯୋଗିତାରେ ସୀମାନ୍ତ ମହାବିଦ୍ୟାଳୟ ମହିଳା ଦଳ ୧୨ଗୋଟି ଦଳ ମଧ୍ୟରୁ ଚମ୍ପିୟାନ ହୋଇଥିବା ବେଳେ ପୁରୁଷ ବିଭାଗ ସୀମାନ୍ତ ମହାବିଦ୍ୟାଳୟରେ ଅନୁଷ୍ଠିତ ଭଲିବଲ ପ୍ରତିଯୋଗିତାରେ ଦ