ବିଦ୍ୟାଳୟ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି ଏହି କାର୍ଯ୍ୟକ୍ରମକୁ ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ ଏବଂ ସି ଆର୍ ସି ସି ଜ୍ୟୋତିର୍ମୟ ତ୍ରିପାଠୀ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଅନ୍ୟ ଶିକ୍ଷକ/ ଶିକ୍ଷୟତ୍ରୀ ଙ୍କ ଉପସ୍ଥିତିରେ ଉଦ୍ଘାଟନ କରିଥିଲେ ବିଦ୍ୟାଳୟର ୨୧ଟି ପ୍ରକଳ୍ପ ସ୍ଥାନ ପାଇଥିଲା ପ୍ରକଳ୍ପ ଗୁଡ଼ିକ ଦେଖି ଶିକ୍ଷାଧିକାରୀ ଖୁସୀବ୍ୟକ୍ତ କରିଥିଲେ l