ଝାରସୁଗୁଡା: ପୌର ପରିଷଦର ସର୍ବାଙ୍ଗୀନ ଉନ୍ନତି ପାଇଁ ଭୁବନେଶ୍ୱର ଠାରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ
Jharsuguda, Jharsuguda | Aug 18, 2025
ଝାରସୁଗୁଡା ପୌର ପରିଷଦର ସର୍ବାଙ୍ଗୀନ ଉନ୍ନତି ପାଇଁ ଆଜି ସକାଳ ଏଗାରଟା ସମୟରେ ଭୁବନେଶ୍ୱର ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ...