Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Indore
Nda
School
Cbi

ରାଉରକେଲା ମ୍ୟୁନିସିପାଲଟି: ସଫେଇ କର୍ମଚାରୀମାନଙ୍କ ଉଦେଶ୍ୟରେ ଆରଏମସି ପକ୍ଷରୁ ରାଉରକେଲା ଠାରେ ବଡାଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ

Raurkela M, Sundargarh | Mar 13, 2026
ରାଉରକେଲା ମହାନଗର ନିଗମରେ କାର୍ଯ୍ଯରତ ସଫେଇ କର୍ମଚାରୀଙ୍କ ସମ୍ମାନାର୍ଥେ ବଡାଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆରଏମସି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ବହୁ ସଫେଇ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।