Public App Logo
Jansamasya
News
Bjp
National
Police
Bihar
कांग्रेस
मौत
भाजपा
विधायक
Congress
Modi
Delhi
Viral
Odisha
दिल्ली
Breakingnews
Narendramodi
Madhya_pradesh
Pmmodi
Rahulgandhi
स्कूल
Haryana
Uttarpradesh
Cricket
शादी
Crimenews
Aap
China
Rss

ଡାବୁଗାଁ: ଡାବୁଗାଁ ରେ ସାଂସଦ ଖେଳ ମହତ୍ସବ ଉଦଯାପିତ

Dabugan, Nabarangpur | Dec 20, 2025
ଡାବୁଗାଁ ଠାରେ ସାଂସଦ ଖେଳ ମହୋତ୍ସବ ଉଦଯାପିତ ହେଲା। ଗତକାଲି ମାଁ ଠାକୁରାଣୀ ଙ୍କ ପୂଜା ଅର୍ଚ୍ଚନା ପରେ ମୋଶାଲ଼ ପ୍ରଜ୍ଜଳିତ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରା ଯାଇଥିଲା। ମାଁ ଠାକୁରାଣୀ ମନ୍ଦିର ରୁ ଏକ ଶୋଭାଯାତ୍ରାରେ ଭୈରବ ମହାବିଦ୍ୟାଳୟ ପଡିଆ ପର୍ଯ୍ୟନ୍ତମସଲା ଆଣି ଖେଳ ଆରମ୍ବ କରାଯଇଥିଲା । ଏହି ଅବସରରେ ଦୁଇଦିନ ବ୍ୟାପୀ ବିଭିନ୍ନ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେଲା। ବିଜୟୀ ଦଲ ମାନେ ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ଖେଳ ମହାତ୍ସବରେ ଭାଗ ନେବେ ବଳି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି