Public App Logo
Jansamasya
News
Bjp
National
Police
Bihar
India
जनसमस्या
भाजपा
Congress
Modi
Delhi
Viral
Jharkhand
Iyc
Bollywood
दिल्ली
Patna
Breakingnews
महिला
Narendramodi
Madhya_pradesh
सोशल_मीडिया
Mp
Madhyapradesh
Pmmodi
Rahulgandhi
Ipl
Haryana
Uttarpradesh
No video available

ବଡଗାଁ: ଫୁଲବାରୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ମଦ ବିରୋଧୀ ବୈଠକ ଅନୁଷ୍ଠିତ

Baragaon, Sundargarh | Jan 6, 2025
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଫୁଲବାରୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ମଦ ବିରୋଧୀ ସମାବେଶ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଗ୍ରାମ ପଞ୍ଚାୟତ ର ବିଭିନ୍ନ ଗ୍ରାମ ର ମହିଳା ଗୋଷ୍ଠୀ ସଦସ୍ୟା ମାନେ ଅଂଶଗ୍ରହଣ କରିଥିଲେ।ଫୁଲବାରି ଗ୍ରାମ ପଞ୍ଚାୟତ ର ବିଭିନ୍ନ ଗ୍ରାମ କୁ ମଦ ମୁକ୍ତ କରିବାକୁ ଆଲୋଚନା କରାଯାଇଥିଲା।