Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ରୁବେନ ବାନାର୍ଜୀଙ୍କ ପୁସ୍ତକ ଉପରେ ବିଧାନସଭାରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ବିଧାୟକ ଅରୁଣ ସାହୁ

ନବୀନ ପଟ୍ଟନାୟକଙ୍କ ଜୀବନୀକୁ ନେଇ ରୁବେନ ବାନାର୍ଜୀଙ୍କ ପୁସ୍ତକ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି ବିଜେଡି । ବରିଷ୍ଠ ବିଧାୟକ ଅରୁଣ ସାହୁ କହିଛନ୍ତି ରୁବେନ ବାନାର୍ଜୀ ବହୁ ବର୍ଷ ଧରି ନବୀନ ପଟ୍ଟନାୟକଙ୍କୁ ଭେଟି ନାହାନ୍ତି । କଥା ହୋଇ ନାହାନ୍ତି କି ଇଣ୍ଟରଭ୍ୟୁ ନେଇ ନାହାନ୍ତି। ବିରୋଧୀଦଳ ଓ ବିଭିନ୍ନ ସ୍ଥାନରେ ହେଉଥିବା ଚର୍ଚ୍ଚାକୁ ଭିତ୍ତି କରି ବହି ଲେଖିଛନ୍ତି ।କିନ୍ତୁ ଯେଉଁ ମାନେ ନବୀନ ପଟ୍ଟନାୟକଙ୍କୁ ବିରୋଧ କରନ୍ତି ସେମାନଙ୍କ ମତାମତ ନେଇ ରୁବେନ ବହି ଲେଖିଛନ୍ତି । ସୌଜନ୍ୟତା ଦୃଷ୍ଟିରୁ ମତାମତ ନେବାର ଥିଲା। କିନ୍ତୁ ରୁବେନ ବାନାର୍ଜୀ ବିରୋଧୀ ଦଳ ନେତା ଭାବେ ଲେଖିଛନ୍ତି

MORE NEWS