କେନ୍ଦୁଝର ସଦର: ଘଟଗାଁରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ଜିଲ୍ଲାପାଳ
କେନ୍ଦୁଝର ଜିଲ୍ଲାପାଳ ବିଶାଲ ସିଂ ଘଟଗାଁରେ ଚାଲିଥିବା ବିଭିନ୍ନ ରାସ୍ତା ଓ ଗୃହ ନିର୍ମାଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।