ମାଲକାନଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରରେ ଭିନ୍ନକ୍ଷମ ଭାଇଭଉଣୀମାନଙ୍କୁ ବିଭିନ୍ନ ସରକାରୀ ସୁବିଧା ଓ ସେବା ଯୋଗାଇଦେବା ସହ ସେମାନଙ୍କ ସଶକ୍ତିକରଣ ଉପରେ ଗୁରୁତ୍ୱ ଦିଆଯାଇଛି।
#Malkangiri #BBSA #ଭୀମଭୋଇଅଭିଯାନ #ଭିନ୍ନକ୍ଷମସଶକ୍ତିକରଣ #OdishaNews
Malkangiri, Malkangiri | Nov 25, 2026