ମାଥିଲି: ମାଥିଲି ବ୍ଲକ ସମ୍ମିଳନୀ କକ୍ଷରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ନେଇ ବୈଠକ ଅନୁଷ୍ଠିତ
ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ସମ୍ମିଳନୀ କକ୍ଷରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ନେଇ ଏକ ବ୍ଲକ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମାଥିଲି ବିଡିଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମାଲକାନଗିରି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ଥିଲେ।