Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ଦେବଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ କରାଇଲେ ଜିଲ୍ଲାପାଳ

ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଦେବଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଦିନ ୧୧ ଟାରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଂଚାଇ ରଖିବା ପାଇଁ ନିଜକୁ ସମର୍ପିତ କରିବା ନିମନ୍ତେ ସହକାରୀ ଜିଲ୍ଲାପାଳ ତାପସ କୁମାର ମହନ୍ତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ । ସହକାରୀ ଜିଲ୍ଲାପାଳ ଇଶ୍ୱର ଗୁରୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୁତାର ମଧ୍ଯ ଉପସ୍ଥିତ ଥିଲେ ।

MORE NEWS