Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ

Jharsuguda, Jharsuguda | Sep 16, 2025
ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତକୁ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଝାରସୁଗୁଡା ଜିଲ୍ଲାପାଇଁ ଆସନ୍ତା ୧୭ ତାରିଖ ବୁଧବାର ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଆଜି ଦିନ ଗୋଟାଏ ସମୟରେ ୟେଲୋ ୱର୍ନିଙ୍ଗ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

MORE NEWS