ଗୋଲାମୁଣ୍ଡା ବ୍ଲକ ରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ଆଜି ସକାଳ 11ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ ସଭାଗୃହ ଠାରେ ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କ ସଭାପତିତ୍ୱରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ରେ ମୁଖ୍ୟ ଅତିଥି ଭାବରେ ଗୋଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦ,ତହସିଲଦାର ଚନ୍ଦନ କୁମାର ନାୟକ,ଜିଲ୍ଲା ପରିଷଦ ସଭ୍ୟା ହେମାଙ୍ଗିନି ରାଉତ ପ୍ରମୁଖ ଯୋଗଦେଇଥିଲେ । ଏହି ବୈଠକରେ ବ୍ଲକର ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଆଇନ ଶୃଙ୍ଖଳା, ପାନୀୟ ଜଳ, ସାମାଜିକ ମଙ୍ଗଳ ସୁରକ୍ଷା, ଉଦ୍ୟାନ କୃଷି, ବିଜୁଳି, ଜାତୀୟ ରାଜପଥ,