ପାରଳାଖେମୁଣ୍ଡି: ଗଜପତି: ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକର ଶବରପଲ୍ଲୀ ବାତ୍ୟା ଆଶ୍ରୟସ୍ଥଳୀ ଓ ଲୁବୁରୁସିଂ ସ୍ଥିତ ମା ଗୃହ ପରିଦର୍ଶନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ। ବାତ୍ୟା ପ୍ରଭାବିତ ଲୋକଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଛନ୍ତି ମନ୍ତ୍ରୀ।