ଲଖନପୁର: କୋଲାବିରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ: ସ୍ୱାସ୍ଥ୍ୟସେବା ଉପରେ ଗୁରୁତ୍ୱ
ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ। ବିଧାୟକ ଟଙ୍କଧର ତ୍ରିପାଠୀ ଯୋଗଦେଇ ସ୍ୱାସ୍ଥ୍ୟସେବାର ଉନ୍ନତି ଓ ରୋଗୀଙ୍କ ସୁବିଧା ନେଇ ଆଲୋଚନା କରିଛନ୍ତି।