Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh

ଖଲ୍ଲିକୋଟ୍: ତାଳପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହ ଠାରେ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ, ଯୋଗଦେଲେ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ

Khalikote, Ganjam | Jan 15, 2026
ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତାଳପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହ ଠାରେ ଆଜି ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଆଜି ଦିନ ସାଢ଼େ ଗୋଟାଏ ସମୟରେ ଅନୁଷ୍ଠିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗଦେଇ କର୍ମଶାଳାର ଶୁଭାରମ୍ଭ କରିଥିଲେ ।ବେଗୁନିଆପଡ଼ା ସହକାରୀ ଉଦ୍ୟାନ କୃଷି ଅଧିକାରୀ ସୁଭାଶିଷ ପାତ୍ର, ଖଲ୍ଲିକୋଟ ଗୋଷ୍ଠୀ ପ୍ରାଣୀ ସମ୍ପଦ ଅଧିକାରୀ ସୌମ୍ୟ ରଞ୍ଜନ ରାଉତ, ଖଲ୍ଲିକୋଟ ବ୍ଲକ କୃଷି ଅଧିକାରୀ ଦୀପକ କୁମାର ନାୟକ ଉପସ୍ଥିତ ରହି ବିଭିନ୍ନ କୃଷି ସମ୍ପର୍କରେ ଆଲୋକପାତ କରିଥିଲେ ।