ଝାରସୁଗୁଡ଼ା ଜିଲ୍ଲାରେ ବେଆଇନ ମଦ କାରବାର ବିରୋଧରେ ରେଙ୍ଗାଲି ପୁଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଚଢ଼ାଉ କରି 23 କ୍ୱିଣ୍ଟାଲ ମହୁଲ ପୋଚକୁ ନଷ୍ଟ କରାଯାଇଛି।