ବାରିପଦା ସଦର: ମୁଣ୍ଡାରୀ ଭାଷାକୁ ସାମ୍ବିଧାନିକ ମାନ୍ୟତା ଦାବି, ବାରିପଦାରେ ମୁଣ୍ଡା ସମାଜର ବିଶାଳ ରାଲି
ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ସାମିଲ ଓ ଦ୍ୱିତୀୟ ରାଜ୍ୟ ଭାଷାର ମାନ୍ୟତା ଦାବିରେ ବାରିପଦାରେ ମୁଣ୍ଡା ସମାଜ ପକ୍ଷରୁ ବିଶାଳ ରାଲି ଅନୁଷ୍ଠିତ। ଦୀର୍ଘ ୪୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ଏହି ଦାବି ପୂରଣ ନହେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ।