କୋଷାଗୁମୁଡା ବ୍ଲକରେ ବ୍ଲକ ସ୍ତରୀୟ ମଣ୍ଡେଇ ପାଳନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ନବରଙ୍ଗପୁର ଜିଲ୍ଲା କୋଷଗୁମୁଡା ବ୍ଲକ ରେ ଜିଲ୍ଲାର ଗଣ ପର୍ବ ମଣ୍ଡେଇ ପାଳନ ପାଇଁ ବିଡ଼ିଓ ଶ୍ରୀ ଆଶିଷ ତ୍ରିପାଠୀ ଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଇଯାଇଛି ଏହି ବୈଠକ ରେ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ବ୍ଲକ ଉପାଧକ୍ଷ ଶ୍ରୀ ଯୋଗେନ୍ଦ୍ର ସ୍ୱାଇଁ ଉପସ୍ଥିତ ଥିଲେ