ବୌଦ୍ଧ ସଦର: ବୌଦ୍ଧ ମହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଉଦ୍ ଘୋଷକ ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ବୌଦ୍ଧ ଜିଲ୍ଲା ସଂଗ୍ରହାଳୟ ପରିସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ରିତାକାନ୍ତି ବଳିୟାର ସିଂହଙ୍କ ନେତୃତ୍ୟୁରେ ବୌଦ୍ଧ ମହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଉଦ୍ ଘୋଷକ ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି