ଡାବୁଗାଁ: ବ୍ଳକ ସ୍ତରୀୟ ଖେଳ ଓ ଦୌଡକୁଦ ପ୍ରତିଯୋଗୀତା  ଉଦଘାଟିତ
ଡାବୁଗାଁ ବ୍ଳକ ସଦରମହକୁମା ରେ ଥିବା ସରକାରୀ ନୁତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନିଆ ବ୍ଳକ ସ୍ତରୀୟ ଖେଳ ଓ ଦୌଡକୁଦ ପ୍ରତିଯୋଗୀତା ଉଦଘାଟିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମ ଡାବୁଗାଁ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀଙ୍କ ଅଧକ୍ୟତା ରେ ଅନୁଷ୍ଠିତ ହେଲା।