ଯାଜପୁର: ଯାଜପୁର ଟାଉନ ସଂସ୍କୁତି ଭବନ ପରିସରରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ସମ୍ମିଳନୀ ଓ ଆଲୋଚନା ଚକ୍ର ଅନୁଷ୍ଠିତ
Jajapur, Jajpur | Oct 22, 2025 ଯାଜପୁର ଟାଉନ ସଂସ୍କୁତି ଭବନ ପରିସରରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ସମ୍ମିଳନୀ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଲଷ୍ମୀଧର ବିଶ୍ୱାଳଙ୍କ ଅଧକ୍ଷତାରେ ମୁଖ୍ୟଅତିଥି ଭାବେ ଯାଜପୁର ମଣ୍ଡଳ ଶିକ୍ଷାଅଧିକାରୀ ଦେବିଲାଲମଲ୍ଲିକ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।