Public App Logo
Jansamasya
News
पुलिस
Bjp
National
Police
Bihar
India
चुनाव
बीजेपी
भाजपा
Congress
Modi
Delhi
Viral
Up
Rajasthan
Bollywood
Breakingnews
महिला
Narendramodi
Nitishkumar
Madhya_pradesh
Mp
Madhyapradesh
Ahmedabad
Pmmodi
Rahulgandhi
यूपी
कानपुर

ଛତ୍ରପୁର: ରମ୍ଭା ଥାନା ଅଞ୍ଚଳରେ ଚକ୍ ଲେଟ ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାରଣ, ମା’ବାପାଙ୍କ ଅଭିଯୋଗ ପରେ ବନ୍ଧା ହେଲେ ଶିକ୍ଷକ

Chhatrapur, Ganjam | Nov 1, 2025
ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଏକ ଲଜ୍ୟା ଜନକ ଘଟଣା ଦେଖିବାକୁ ମିଳିଛି । ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶନିବାର ଅପରାହ୍ନରେ ହୁମ୍ମା ଫାଣ୍ଡି ପୋଲିସ ଏକ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ଗିରଫ କରିଛି ।