ସୂଚନା ଅନୁସାରେ ଆଜି ଅପରାହ୍ନ ଚାରି ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଡାକ୍ତର ପ୍ରିୟବ୍ରତ ବେହେରାଙ୍କ ସଂଯୋଜନାରେ ଅନୁଷ୍ଟିତ ସଭାରେ ଉଲୁଣ୍ଡା ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତରୁ ୪୫୦ ରୁ ଅଧିକ ମତ୍ସ୍ୟଜୀବୀ ଏବଂ ପ୍ରାଣିପାଳକ ତଥା ସ୍ଵୟଂ ସହାୟକ ଗୋଷ୍ଠୀ ଦଳର ମହିଳା ମାନେ ଅଂଶ ଗ୍ରହଣ କରି ଥିଲେ । ଏତତ୍ ବ୍ୟତୀତ ଉତ୍ସାହୀ ଜନ ସାଧାରଣ, ପଞ୍ଚାୟତ ସମିତିର ସଭ୍ୟ ସଭ୍ୟା, ସର