Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
मारपीट
Jharkhand
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
Haryana

ଛତ୍ରପୁର: ୬୯ତମ ଗଞ୍ଜାମ ଜିଲ୍ଲା ବିଦ୍ୟାଳୟ ସମୂହ ଦୌଡକୁଦ ଓ ଯୋଗାସନ ପ୍ରତିଯୋଗିତା-୨୦୨୫ ଛତ୍ରପୁର ଠାରେ ଉଦ ଯାପିତ

Chhatrapur, Ganjam | Nov 4, 2025
ଗଞ୍ଜାମ ଜିଲ୍ଲା ବିଦ୍ୟାଳୟ କ୍ରୀଡ଼ା ସଂଗଠନ ପକ୍ଷରୁ ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ୍ ଖେଳ ପଡ଼ିଆରେ ୬୯ତମ ଜିଲ୍ଲା ବିଦ୍ୟାଳୟ ସମୁହ ଦୌଡ଼ କୁଦ ଓ ଯୋଗାସନ ପ୍ରତିଯୋଗିତା- ୨୦୨୫ ପ୍ରତିଯୋଗିତା ମଙ୍ଗଳବାର ଅପରାହ୍ନ ୩ ଘଣ୍ଟା ସମୟରେ ଉଦ ଯାପିତ ହୋଇଯାଇଛି। ମଂଗଳବାର ଅପରାହ୍ନରେ ଛତ୍ରପୁର ବିଇଓ ସୁଜିତ କୁମାର ପାଢ଼ୀ ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀ ଯୋଗ ଦେଇଥିଲେ।