Public App Logo
Jansamasya
Congress
Modi
Delhi
Viral
���िल्ली
Breakingnews
���हिला
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarakhand
Crimenews
Education
China
Bareilly
���्रशासन
Agra
Politics
Abvp
Fatehpur
Jodhpur
Uppolice
Westbengal
Yogiadityanath
Farrukhabad
Raebareli
No video available

ଖଣ୍ଡପଡା: ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଅଧିନ ୫ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତୀମାଳା ମହାନ୍ତିଙ୍କ ବିଜୁ ଜନତା ଦଳରୁ ଇସ୍ତଫା।

Khandapada, Nayagarh | Apr 16, 2024
ବିଜୁ ଜନତା ଦଳରୁ ଇସ୍ତଫା ଦେଲେ ପୂର୍ବତନ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି। ସେ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଅଧିନ ୫ନଂ ଜୋନରୁ ନିର୍ବାଚିତ ହୋଇ ୨୦୧୭ ମସିହାରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ହୋଇଥିଲେ। ତେବେ ଗତ ୩ ଵର୍ଷ ହେବ ଦଳରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରି ସୋମବାର ଅପରାହ୍ନରେ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଅଭିଯୋଗ ପତ୍ରକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠେଇ ଦେଇଥିବା ସୁଚନା ମିଳିଛି।
ଖଣ୍ଡପଡା: ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଅଧିନ ୫ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତୀମାଳା ମହାନ୍ତିଙ୍କ ବିଜୁ ଜନତା ଦଳରୁ ଇସ୍ତଫା। - Khandapada News