ରମ୍ଭା ମାର୍କେଟ କମ୍ପ୍ଲେକ୍ସ କାର୍ଯ୍ୟକ୍ଷମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରମ୍ଭା ଏନଏସି କାର୍ଯ୍ଯ ନିର୍ବାହୀ ଅଧିକାରୀଣୀ ଆଶାଲତା ରଚମାଳା ।ଘଟଣାକୁ ନେଇ ଶୁକ୍ରବାର ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟ ମତ୍ସ୍ଯଜୀବି। ଶୁକ୍ରବାର ଅପରାହ୍ନରେ ନିଜ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଛନ୍ତି କାର୍ଯ୍ୟ ନିର୍ବାହୀ ଅଧିକାରୀଣୀ।