ବାରିପଦା ସଦର: ମୟୂରଭଞ୍ଜରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ୨୭ ରୁ ୩୦ ଅକ୍ଟୋବର ପର୍ଯ୍ୟନ୍ତ ବର୍ଷା, ପବନ ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାରେ ୭ ରୁ ୧୧ ସେମି ବର୍ଷା ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ଅଛି।