୦୫ ତାରିଖ ଦିବା 1 ଘଟିକା ସମୟରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟାସ୍କ ଫୋର୍ସ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଡି ଏଫ ଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶ୍ରୀ ଶିବାନନ୍ଦ ସ୍ୱାଇଁ, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଉପନିର୍ଦ୍ଦେଶକ ମାଇନର ମିନେରାଲସ, ତହସିଲଦାର, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।