ସଦର: ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା ନେଇ କଳାହାଣ୍ଡିରେ ପ୍ରତିକ୍ରିୟା ଦେଲେ ବରିଷ୍ଠ କଂଗ୍ରେସ ନେତା
Sadar, Kalahandi | Jul 17, 2025
ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା । ଆଜି ଦିନିକିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮...