ଆଠମଲ୍ଲିକ: ବିଭିନ୍ନ ସ୍ଥାନ ରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ହଣ୍ଡପା ହାଇସ୍କୁଲ ପରିସର ରେ ଶୁକ୍ରବାର ଦିନ କ୍ଲଷ୍ଟର
ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମ ସକାଳ 10 ଟା ରୁ ଆରମ୍ଭ ହୋଇ ଅପରାହ୍ନ 4 ଟା ରେ ସମାପ୍ତ ହୋଇଥିଲା । ଏହି କାର୍ଯ୍ୟ କ୍ରମ କୁ ହଣ୍ଡପା ସରପଞ୍ଚ ରଶ୍ମିତା ପ୍ରଧାନ , ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ କ୍ଲଷ୍ଟର ର ୧୫ଟି ବିଦ୍ୟାଳୟ ୧୪୦ ଜଣ ଛାତ୍ରୀ ଛାତ୍ର ଅଂସ ଗ୍ରହଣ କରିଥିଲେ । ଏଥିରେ ବିଭିନ୍ନ ପ୍ରତିଯୋଗୀତା ମାନ ଅନୁଷ୍ଠିତ ହୋଇଥିଲା । ଉଦଜାପାନୀ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବ