ଉମରକୋଟ ତା -02.12.2025 ରିଖ ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ତଥା ଶିକ୍ଷl ଓ ଶିକ୍ଷକ ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ "ପଂଚାୟତ ସମିତି ସ୍ତରୀୟ ବାଲ ବୈଜ୍ଞାନିକ ତଥା ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ବିଜ୍ଞାନ ପ୍ରଦର୍ଶନୀ " ଆଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଜlମରୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି l ଉଦଘାଟନୀ ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଈଶ୍ୱର ଚନ୍ଦ୍ର ମାଝୀ, ସରପଞ୍ଚ ଶ୍ରୀ ଜଗଦୀଶ ଗଣ୍ଡ, ସହ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ପୁରୁଷୋତ୍ତମ ମାଝୀ, ଓ ଶ୍ରୀ ଦେବେନ୍ଦ୍ର ବାଘ l ବ୍ଲକର ବିଭିନ୍ନ ବିଦ୍ୟାଳୟରୁ 120