Public App Logo
Jansamasya
हादसा
News
Bjp
National
Police
Bihar
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse
Uttarakhand
Crimenews
No video available

ଖଣ୍ଡପଡା: ଖଣ୍ଡପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଧାରଣା। ବିଡ଼ିଓଙ୍କ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ।

Khandapada, Nayagarh | Apr 11, 2024
ଖଣ୍ଡପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଭାରତୀୟ ବିକାଶ ପରିଷଦର ରାଜ୍ୟ ଉପସଭାପତି ନିରଞ୍ଜନ ଦାସଙ୍କ ନେତୃତ୍ୱରେ ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ତିନିଗୋଟି ଗ୍ରାମର ଶତାଧିକ ମହିଳା ବ୍ଲକ କାର୍ଯ୍ୟାଳୟ ପରିସରରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଥିଲେ। ଉକ୍ତ ଗ୍ରାମଗୁଡିକରେ ପାନୀୟ ଜଳ ଯୋଗାଣ, ରାସ୍ତାଘାଟ ଓ ଶିକ୍ଷା ସମ୍ପର୍କୀତ ସମସ୍ୟା ଗୁଡ଼ିକର ସମାଧାନ ନିମନ୍ତେ ମହିଳା ମାନେ ଧାରଣାରେ ବସିଥିଲେ। ତେବେ ମଧ୍ୟାହ୍ନ ୨ଟା ୩୦ ମିନିଟ୍ ସମୟରେ ବିଡ଼ିଓ ଅଙ୍କୁର ଅଭିଳାଷ ମହିଳା ମାନଙ୍କୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଖଣ୍ଡପଡା: ଖଣ୍ଡପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଧାରଣା। ବିଡ଼ିଓଙ୍କ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ। - Khandapada News