ରାୟଗଡା: ରାୟଗଡାରେ ପାଳିତ ହେଲା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ରାୟଗଡାରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାୟଗଡା ଦୁର୍ନୀତି ନିବାରଣ କାର୍ଯ୍ୟାଳୟ ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଏସ ପି ଓ ବିଭିନ୍ନ ବିଭାଗୀୟ ମୁଖ୍ୟ ଉପସ୍ଥିତ ଥିଲେ।