ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଆରଏମସି ପଡିଆରେ ତିନି ଦିନ ଧରି ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଆରଏମସି ପଡିଆରେ ତିନି ଦିନ ଧରି ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ ହୋଇଯାଇଛି । ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ,ଏନଏସି ଅଧ୍ଯକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଠାରେ କୃଷକମାନେ ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି, କୃଷି ଉପକରଣ ଆଦିର ବ୍ୟବହାର କିଭଳି କରିବେ ସେ ଉପରେ ଜ୍ଞାନ ଅହୋରଣ କରି ପାରିବେ ଏବଂ ବିଭିନ୍ନ ସହାୟତା ଓ ଯୋଜନା ଉପରେ ମଧ୍ୟ ତଥ୍ୟ ପାଇ ପାରିବେ । ଏହି ଉଦଯାପିତ ଅ।ଜି ଦିନ 11 ଘଣ୍ଟ ସମୟରେ ହୋଇଯାଇଥିବାର ଖବର ମିଳିଛି ।