ମୋରଡା: ସାନଯୋଗୀବନ୍ଧରେ ଧୁମ୍ଧାମ୍ରେ ଅନୁଷ୍ଠିତ ହେଲା ବାର୍ଷିକ ଫୁଟବଲ ଟୁର୍ନାମେଣ୍ଟ
ମୟୂରଭଞ୍ଜ ଜିଲ୍ଲା ସୁଳିଆପଦା ବ୍ଲକ ସାନଯୋଗୀବନ୍ଧ ଗ୍ରାମରେ ବାର୍ଷିକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ଯାହେର ଗାଳ ସ୍ପୋର୍ଟିଙ୍ଗ କ୍ଲବ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି।