ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ୨୭ ତାରିଖ ଠାରୁ ୨ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ପାଳନ କରାଯାଉଛି । ଚଳିତ ବର୍ଷର ବାର୍ଷା ହେଉଛି “ ଦୁର୍ନୀତି ନିବାରଣ : ଆମ ସାମୁହିକ ଦାୟିତ୍ଵ” । ଏହି ଉପଲକ୍ଷେ ଆଜି ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଏକ ସାଧୁତା ଶପଥ ପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଡେପୁଟା କଲେକ୍ଟର ଶ୍ରୀ ଜୟକୃଷ୍ଣ ପାତ୍ର, ଭିଳିଲାନସ୍ ଇନସ୍ପେକ୍ଟର ଶ୍ରୀମତୀ ଊର୍ମିଳା ଲାକ୍ରା, ଡେପୁଟି କଲେକ୍ଟର(ନିର୍ବାଚନ) ଶ୍ରୀମତୀ ମମତା ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ ଧଳ, ଡ