ବାଳକୁମାରୀ ଘାଟିରେ ବୁଧବାର ବାଇକ୍ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି।ବୁଧବାର ଅପରାହ୍ନରେ ଚିକିଟି ମେଡିକାଲରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ବ୍ରହ୍ମପୁର ସାଂସଦଙ୍କ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରାୟ। ଏଥିସହ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସ୍ଥାନୀୟ ପ୍ରଶାସନ ସହ ଆଲୋଚନା କରି ରେଡକ୍ରସରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।