ସରଦାର ବଲ୍ଲଭାଇ ପଟେଲ ଙ୍କ ୧୫୦ ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ହେବାକୁ ଥିବା ୟୁନିଟି ମାର୍ଚ୍ଚ କୁ ନେଇ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଆଜି ଦିନ ତିନିଟା ସମୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ସାମ୍ବାଦିକ ସମ୍ମିଳନୀରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଓ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣ ଉପସ୍ଥିତ ରହି କାର୍ଯ୍ୟକ୍ରମ ବିଷୟରେ ସବିଶେଷ ସୂଚନା ଦେଇଛନ୍ତି। ଆସନ୍ତା ନଭେମ୍ବର ୧୯ ତାରିଖରେ ଏହି ୟୁନିଟି ମାର୍ଚ୍ଚ ଝାରସୁଗୁଡା ମନମୋହନ ସ୍କୁଲ ପଡ଼ିଆ ଠାରୁ ଆରମ୍ଭ ହୋଇ ଏମ୍ସିଏଲ ଅଡିଟୋରୀୟମ ପର୍ଯ୍ୟନ୍ତ