ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପାଖରେ ବୋମା ମାଡ଼ ଘଟଣାରେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ହୋଇଛି। ରବିବାର ରାତିରେ ବୋମାମାଡ ହୋଇଥିବା ବେଳେ ବୋମାମାଡ଼ ବେଳର ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଥିଲା । ଗୁରୁବାର ଅପରାହ୍ନରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।