ଜୁନାଗଡ: ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଙ୍କ ମାନକି ବାତ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ଦେଖିଲେ ଲୋକେ
ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଙ୍କ ମାନକି ବାତ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ଦେଖିଲେ ଲୋକେ ଆଜି 30ତାରିଖ ରବିବାର ସକାଳ 11ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 128ତମ ମାନକି ବାତ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ଜୁନାଗଡ଼ ନିର୍ବାଚନ ମଣ୍ଡଳୀ ର ଗୋଲାମୁଣ୍ଡା ଓ ଜୁନାଗଡ଼ ଅଞ୍ଚଳର ଲୋକେ ଦେଖିଛନ୍ତି ତେବେ ଆଜି ସାରା ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 128ତମ ମନକି ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି