କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ବ୍ଲକରେ ଘଟିଥିବା ଏକ ଛୁରୀ ଭୁଷା ଘଟଣାକୁ କେନ୍ଦ୍ର କରି ରବିବାର ବ୍ୟାପକ ଉତ୍ତେଜନା ପ୍ରକାଶ ପାଇଛି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ହଜାର ହଜାର ଆଦିବାସୀ ଲୋକ ଲକ୍ଷ୍ମୀପୁର ଆମ୍ବେଦକର ଛକ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାୟଗଡା-କୋରାପୁଟକୁ ସଂଯୋଗ କରୁଥିବା ଏହି ରାଜପଥରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ଏବଂ ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା।
Malkangiri, Malkangiri | Jun 7, 2026