ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୁଣି ହେବ ବର୍ଷା ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 8, 2025
ରାଜ୍ୟରେ ପଛକୁ ପଛ ଲଘୁଚାପ ଫଳରେ ଜାରି ରହିଛି ଲଗାଣ ବର୍ଷା । ଆସନ୍ତା ୧୩ ତାରିଖ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ । କେତେକ...